Breaking PLUSଓଡ଼ିଶାମୁଖ୍ୟ ଖବର

ବାରିପଦାରେ ପୁଣି ହାତୀ ମୃତ

ବାରିପଦା-  ମୟୁରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ କୁରାଢିକ ଗାଁରେ ଏକ ମାଈ ହାତୀର ମୃତଦେହ ଠାବ ହୋଇଛି। ଗାଁ ମୁଣ୍ଡରେ ହାତୀଟି ମରି ପଡିଥିବା ଦେଖି ଗାଁ ଲୋକେ ବନ ବିଭାଗକୁ ଖବର ଦେଇଥିଲେ।  ବେତନଟୀ ରେଞ୍ଜ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛନ୍ତି। ମୃତ ମାଈ ହାତୀଟିର ମୟସ ୧୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ତେବେ ପାରିପାର୍ଶ୍ବିକ ସ୍ଥିତିକୁ ଅନୁଧ୍ୟାନ କଲେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀଟୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।

Show More

Related Articles

Back to top button