Breaking PLUSଓଡ଼ିଶାମୁଖ୍ୟ ଖବର

ଭଂଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର-  ଭଂଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ଗିରଫ  । ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କୁ ଗିରଫ କଲା ଭିଜିଲାନ୍ସ  । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରିଥିଲା ଭିଜିଲାନ୍ସ  । ୬ଟି ବହୁତଳ କୋଠା ସହ ୫ଟି ପ୍ଲଟ ଠାବ କରିଥିଲା ଭିଜିଲାନ୍ସ ଟିମ୍‌ ।

Show More

Related Articles

Back to top button