Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରବଳ ବର୍ଷା ନେଇ କାଲି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର- ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ଗଭୀର ଅବପାତ ସୃଷ୍ଟି ହୋଇଛି । ପ୍ଭାରବରେ ପ୍ରବଳ ବର୍ଷା ଲାଗିରହିଛି । ଏନେଇ କାଲି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବରଗଡ଼, ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button