Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ଉତର ଓଡ଼ିଶାରେ ବର୍ଷିବ

ଭୁବନେଶ୍ୱର- ଦୁର୍ବଳ ହେଉଛି ଗଭୀର ଅବପାତ । ଆସନ୍ତା ୪୮ ଘଣ୍ଟାରେ ଏହା ଅବପାତର ରୂପ ନେବ । ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଏହି ଅବପାତ ଗତି କରିବ  । ଏହାର ପ୍ରଭାବରେ ଉତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଅନ୍ୟପଟେ ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ SRC  । ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ  ।କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ନେଇ ଆଶଙ୍କା କରିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button