Breaking PLUSଓଡ଼ିଶାମୁଖ୍ୟ ଖବର

ଦଶହରାରେ ଡିଜେ ସମ୍ପୂର୍ଣ୍ଣ ମନା

କଟକ- କଟକ ସହରରେ ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାର ସହ ସଂପନ୍ନ କରିବା ପାଇଁ କମିଶନରେଟ ପୋଲିସର କଟକଣା। ଭସାଣିରେ ୬ ଟି ସାଉଣ୍ଡ ବକ୍ସ ବ୍ୟବହାର କରିପାରିବେ ପୂଜା କମିଟି। ଦଶହରାରେ ଡିଜେ ସମ୍ପୂର୍ଣ୍ଣ ମନା। ଏହା ସହ ସୁନାଚାନ୍ଦି ମେଢ଼ ମଣ୍ଡପ ନିକଟରେ ବନ୍ଧୁକଧାରୀ ପୋଲିସ ମୁତୟନ ହେବେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button