Breaking PLUSଓଡ଼ିଶାମୁଖ୍ୟ ଖବର

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା, ରୋଡ୍ ରୋମିଓଙ୍କୁ ନେଇ ସିନ୍ ରିକ୍ରଏସନ କଲା ପୋଲିସ

ଭୁବନେଶ୍ୱର-ମେଜର ଏବଂ ବାନ୍ଧବୀଙ୍କୁ ରୋଡ୍ ରୋମିଓ ଦୁର୍ବ୍ୟବହାର କରିବା ଘଟଣା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଆଜି ୭ ଯୁବକଙ୍କୁ ନେଇ ଚନ୍ଦକା ପୁଲିସ୍  ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କରିଛି। ପୁଲିସ୍ ଘଟଣାରେ ଫେରାର୍ ଥିବା ଆଉ ୩ରୁ ୪ ଯୁବକଙ୍କୁ ଖୋଜୁଛି। ଶୁକ୍ରବାର ଭାଇରାଲ ହୋଇଥିବା ଭିଡିଓକୁ ଆଧାର କରି ପୁଲିସ୍ ୭ ଯୁବକଙ୍କୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button