Breaking PLUSଦେଶମୁଖ୍ୟ ଖବର

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

ନୂଆଦିଲ୍ଲୀ- ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମର୍ଲେନା  । ମୁଖ୍ୟମନ୍ତ୍ରୀ ଭାବେ ଶପଥ କରାଇଲେ ଉପରାଜ୍ୟପାଳ । ଆତିଶୀଙ୍କ ସହ ମନ୍ତ୍ରୀମାନେ ବି ଶପଥ ଗ୍ରହଣ କଲେ । ଗୋପାଳ ରାୟ, କୈଳାସ ଗେହଲଟ ମନ୍ତ୍ରୀ ହେଲେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button