Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି । କେନ୍ଦୁଝରରୁ ମୟୂରଭଂଜ ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା । ଫଳରେ ମୟୂରଭଂଜ ଗସ୍ତ ବାତିଲ କରି ମୁଖ୍ୟମନ୍ତ୍ରୀ କାର ଯୋଗେ ଭୁବନେଶ୍ବର ବାହାରିବେ ବୋଲି ସୂଚନା ମିଳିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button