Breaking PLUSଓଡ଼ିଶାମୁଖ୍ୟ ଖବର

ବିଜେଡି ପକ୍ଷରୁ ମଙ୍ଗଳବାର ଭୁବନେଶ୍ବରରେ ହରତାଳ ଡାକରା ପ୍ରତ୍ୟାହୃତ

ଭୁବନେଶ୍ୱର- ବିଜେଡି ପକ୍ଷରୁ ମଙ୍ଗଳବାର ଭୁବନେଶ୍ବରରେ ହରତାଳ ଡାକରା ପ୍ରତ୍ୟାହୃତ  । ହରତାଳ ପ୍ରତ୍ୟାହାର ନେଇ ପ୍ରେସମିଟ୍‌ରେ ବିଜେଡିର ସୂଚନା । ନିରପେକ୍ଷ ତଦନ୍ତ ପାଇଁ ସରକାର ରାଜି ହୋଇଥିବାରୁ ପ୍ରତ୍ୟାହୃତ । ଭରତପୁର ଘଟଣାକୁ ନେଇ ହରତାଳ ଡାକରା ଦେଇଥିଲା ବିଜେଡି ।

ଗତକାଲି ବହୁ ଚର୍ଚ୍ଚିତ ଭରତପୁର ଥାନା ଘଟଣାକୁ ନେଇ ଆସନ୍ତା ୨୪ ତାରିଖ ମଙ୍ଗଳବାର ଦିନ ୬ଘଣ୍ଟା ପାଇଁ ହରତାଳ(ଚକ ବନ୍ଦ, ଅଖ ବନ୍ଦ) ଡାକରା ଦେଇଥିଲା ବିଜୁ ଜନତା ଦଳ ।

 

Show More

Related Articles

Leave a Reply

Your email address will not be published. Required fields are marked *

Back to top button