Breaking PLUSଓଡ଼ିଶାମୁଖ୍ୟ ଖବର

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ

ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ ଅଦାଲତ ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥି ସହିତ ଦୋଷୀକୁ ୬୦ ହଜାର ଟଙ୍କାର ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୧୦ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ରାୟ ଶୁଣାଇଛନ୍ତି। ଦୋଷୀ ଜଣକ ହେଲେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର ଗୋଛାପଡ଼ା ଥାନା ଅଞ୍ଚଳର ଦେବରାଜ ଦିଗାଲ(୬୧)।

Show More

Related Articles

Back to top button