Breaking PLUSଓଡ଼ିଶାମୁଖ୍ୟ ଖବର

ଯାଂଚ ହେବ ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ

ପୁରୀ : ପୁରୀ ଶ୍ରୀମନ୍ଦିରରେ ବ୍ୟବହାର ହେଉଥିବା ଘିଅର ମାନ ଯାଞ୍ଚ ହେବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୋଠ ଭୋଗ, ବରାଦି ଭୋଗ ଓ ଅନ୍ୟାନ୍ୟ ଭୋଗରେ ଘିଅ ବ୍ୟବହୃତ ହୁଏ । ବ୍ୟବହୃତ ହେଉଥିବା ଘିଅର ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ମଙ୍ଗଳବାର ସୂଚନା ଦେଇଛନ୍ତି। ଏନେଇ ଓମ୍‌ଫେଡ୍‌ ଓ ଅନ୍ୟ ସଂସ୍ଥା ସହ ଆଲୋଚନା କରିବୁ । ଏକ ମାନକଯୁକ୍ତ ଘିଅ ଯୋଗାଣ ନେଇ ଆମେ ଆଲୋଚନା କରିବୁ । ଆବଶ୍ୟକ ପଡିଲେ ମହାପ୍ରସାଦ ଓ ଦୀପରେ ବ୍ୟବହୃତ ଘିଅ ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ କହିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button