Breaking PLUSଓଡ଼ିଶାମୁଖ୍ୟ ଖବର

୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର- ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନ ଯୋଗେ ସେ ଝାରଖଣ୍ଡ ଗସ୍ତ କରିଛନ୍ତି । ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ । କାଲି ଚାଇଁବାସାର କୋଲହାନ୍ ସଭାରେ ଯୋଗ ଦେବେ ବୋଲି ସୂଚନା ମିଳିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button