Breaking PLUSଓଡ଼ିଶାମୁଖ୍ୟ ଖବର

ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

ଭୁବନେଶ୍ୱର- ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଭୁବନେଶ୍ବର ସର୍କିଟ ହାଉସରେ ବସିଲା ପ୍ରଥମ ବୈଠକ । ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ବୈଠକରେ ପୋଲିସ ଡିଜି ଓ ଗୃହ ସଚିବ ଉପସ୍ଥିତ ଅଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button