Breaking PLUSଓଡ଼ିଶାମୁଖ୍ୟ ଖବର

ଆସିଲା ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ

ଭୁବନେଶ୍ଵର-  ରାଜ୍ୟରେ ବଢିଛି କଲରାପତରିଆ ବାଘଙ୍କ ସଂଖ୍ୟା। ଆସିଲା ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ । ଓଡିଶାରେ ମୋଟ୍ ୬୯୬ଟି କଲରାପତରିଆ ବାଘ ରହିଥିବା ସୂଚନା ମିଳିଛି। ଟ୍ରାପ କ୍ୟାମେରା ଦ୍ଵାରା ବାଘ ଗଣନା ହୋଇଛି। ଏନଟିସିଏ ରିପୋର୍ଟ ଅନୁସାରେ ୨୦୨୨ରେ ୫୬୮ କଲରାପତରିଆ ବାଘ ଥିବାବେଳେ ୨୦୨୪ରେ ସଂଖ୍ୟା ଥିଲା ୨୮୪। ସେହିପରି ୨୦୧୮ରେ ମୋଟ୍ ୭୬୦ କଲରାପତରିଆ ବାଘ ଚିହ୍ନଟ ହୋଇଥିଲେ।  ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଏ ନେଇ ସୂଚନା ଦେଇଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button