Breaking PLUSଓଡ଼ିଶାମୁଖ୍ୟ ଖବର

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି

ଭୁବନେଶ୍ୱର- ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି । ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ  ।‘ଗ’ ଓ ‘ଘ’ ବର୍ଗ ପଦବୀରେ ନିର୍ଦ୍ଧାରିତ ବୟସସୀମା ୩ ବର୍ଷ କୋହଳ କରାଯାଇଛି । ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ମିଳିବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button