Breaking PLUSଓଡ଼ିଶାମୁଖ୍ୟ ଖବର

ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ଵର-  ବିଜୁଳି, ଘଡଘଡି ସହ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଆଗାମୀ ୩ ଘଣ୍ଟା ପାଇଁ ପୁରୀ , କଟକ, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଟ୍ବିନ୍ ସିଟି ପାଇଁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେପଟେ ଆସନ୍ତା ୧୦ ତାରିଖ ଯାଏଁ କୌଣସି ଜିଲ୍ଲାକୁ ବଡ ବର୍ଷା ନାହିଁ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଓଡିଶା ଉପରେ ନଥିବାରୁ ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

 

Show More

Related Articles

Back to top button