Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ମାଓ ମୁକାବିଲା ନେଇ ଦିଲ୍ଲୀରେ ବୈଠକ

ନୂଆଦିଲ୍ଲୀ: ମାଓ ମୁକାବିଲା ନେଇ ଆଜି ଦିଲ୍ଲୀରେ ବୈଠକ। ଗୃହମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ ବିଜ୍ଞାନ ଭୁବନରେ ଚାଲିଥିବା ବୈଠକରେ ଯୋଗ ଦେଇଛନ୍ତି ଓଡ଼ିଶା ସମେତ ୮ନକ୍ସଲ ପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀ। ଓଡ଼ିଶା, ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ଼, ତେଲେଙ୍ଗାନା, ଝାଡଖଣ୍ଡ, ମହାରାଷ୍ଟ୍ର ଏବଂ ମଧ୍ୟପ୍ରଦେଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ପୁଲିସ ଡିଜି ୱାଇ.ବି ଖୁରାନିଆ ଯୋଗ ଦେଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button