Breaking PLUSଦେଶ ବିଦେଶମୁଖ୍ୟ ଖବର

ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ବର୍ଷ ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍‌‌ ଓ ଗ୍ୟାରୀ ରୁଭକୁନଙ୍କୁ ମେଡିସିନ୍ କ୍ଷେତ୍ର ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ମାଇକ୍ରୋ ଆରଏନଏ ଆବିଷ୍କାର ପାଇଁ ଉଭୟଙ୍କୁ ଏହି ସମ୍ମାନ ମିଳିବ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button