Breaking PLUSଦେଶମୁଖ୍ୟ ଖବର

ଜଷ୍ଟିସ ସଞ୍ଜୀବ ଖାନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ଜଷ୍ଟିସ ସଞ୍ଜୀବ ଖାନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ବୋଲି ଜଣାପଡ଼ିଛି। ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ  ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସଞ୍ଜୀବ ଖାନାଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି। ଆସନ୍ତା ନଭେମ୍ବର ୧୧ରେ ଜଷ୍ଟିସ ସଞ୍ଜୀବ ଖାନା ଦାୟିତ୍ବ ଗ୍ରହଣ କରିବେ।

Show More

Related Articles

Back to top button