Breaking PLUSଓଡ଼ିଶାମୁଖ୍ୟ ଖବର
ନଭେମ୍ବର ମାସରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ
ନଭେମ୍ବର ମାସରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ । ଏନେଇ ବୁଧବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି । ୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରି କାର୍ଡ ଦିଆଯିବ । ଇକେୱାଇସି ପ୍ରକ୍ରିୟା ଶେଷ ହେଲେ ଅଯୋଗ୍ୟ ହିତାଧିକାରୀ ଜଣାପଡିବେ ବୋଲି ମନ୍ତ୍ରୀ କହିଛନ୍ତି ।