Breaking PLUSଓଡ଼ିଶାମୁଖ୍ୟ ଖବର
ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା
ଭୁବନେଶ୍ୱର- ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା । ନଭେମ୍ବର ଶେଷ ସୁଦ୍ଧା ମିଳିବ ‘ସୁଭଦ୍ରା’ ତୃତୀୟ ପର୍ଯ୍ୟାୟ ଟଙ୍କା ।ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହାପୂର୍ବରୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଦୁଇଟି ପର୍ଯ୍ୟାୟରେ ଦିଆଯାଇଛି ।