Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ

ଭୁବନେଶ୍ୱର- ରାଜଧାନୀ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ନେଇ ଚର୍ଚ୍ଚା ହୋଇଛି । ସକାଳ ୭ଟା ୧୫ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ସୂଚନା  । ୨ରୁ ୩ ସେକେଣ୍ଡ ପାଇଁ ଭୂମିକମ୍ପ ହୋଇଥିବା ସୂଚନା ମିଳିଛି । ଭୀମଟାଙ୍ଗି, ସିଆର୍‌ପି, ନୟାପଲ୍ଲୀ ଅଞ୍ଚଳରେ ଅନୁଭୂତ ସୂଚନା  । ତେବେ ଏ ନେଇ ପାଣିପାଗ ବିଭାଗ କିଛି ସ୍ପଷ୍ଟ କରିନି ।

Show More

Related Articles

Back to top button