Breaking PLUSଦେଶମୁଖ୍ୟ ଖବର

28ରେ ଶପଥ ନେବେ ହେମନ୍ତ ସୋରେନ

28ରେ ଶପଥ ନେବେ ହେମନ୍ତ ସୋରେନ । ନୂଆ ମୁଖ୍ୟମନ୍ତ୍ରୀ ଭାବେ ହେମନ୍ତ ସୋରେନଙ୍କ ଶପଥ ଗ୍ରହଣ ସମାରୋହ ନଭେମ୍ବର 28ରେ ଆୟୋଜିତ ହେବାକୁ ଯାଉଛି।  ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଆପ୍‌ ସଂଯୋଜକ ଅରବିନ୍ଦ କେଜ୍ରିୱାଲ, ଆରଜେଡି ନେତା ତେଜସ୍ୱୀ ଯାଦବ ପ୍ରମୁଖ ଏହି ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Show More

Related Articles

Back to top button