Breaking PLUSଓଡ଼ିଶାମୁଖ୍ୟ ଖବର

ବିଧାୟକଙ୍କୁ ଆକ୍ରମଣ ମାମଲା, ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲା। ଜିଲ୍ଲା ଦୌରାଜଜ୍  ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖିଛନ୍ତି । ଏବଂ ଇନଜୁରୀ ଏବଂ ସିଡି ରିପୋର୍ଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦେଶ ଦେଇଛନ୍ତି। ସେପଟେ କ୍ରାଇମବ୍ରାଞ୍ଚ ଯାଜପୁର ଟାଉନ ଥାନାରେ ପହଞ୍ଚି ସିସି କ୍ୟାମେରା ଯାଞ୍ଚ କରୁଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button