Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟ ବିଜେପି କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ପ୍ରଧାନମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ସନ୍ଧ୍ୟା ସାଢ଼େ ୬ରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ରହିବେ । ମନ୍ତ୍ରୀ, ସାଂସଦ, ବିଧାୟକ, ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ରହିବେ । ପାର୍ଟି ଅଫିସ୍‌ରେ ରାତ୍ରି ଭୋଜନ କରିବେ ପ୍ରଧାନମନ୍ତ୍ରୀ । ଏହା ଏକ ଐତିହାସିକ ଘଟଣା, ପ୍ରଥମ କରି ଜଣେ ପ୍ରଧାନମନ୍ତ୍ରୀ ୩ ଦିନ ରହିବେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button