Breaking PLUSଓଡ଼ିଶାମୁଖ୍ୟ ଖବର

ଚଳିତ ଆର୍ଥିକ ବର୍ଷରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର- ଚଳିତ ଆର୍ଥିକ ବର୍ଷରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ପାର୍ଟ ୧ ଓ ୨ ଓଡ଼ିଶାରେ ଲାଗୁ କରିବା ପାଇଁ ଆମେ ପ୍ରସ୍ତୁତି ଚଳାଇଛୁ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ସରିଛି ଓ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲିଛି। ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା କାର୍ଡ ଇସ୍ୟୁ କରିବା ସହ ଯୋଜନାର ଶୁଭାରମ୍ଭ କରାଯିବ। ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ସାଢେ ତିନି କୋଟି ଲୋକଙ୍କୁ ମିଳିବ ସ୍ବତନ୍ତ୍ର କାର୍ଡ।

Show More

Related Articles

Back to top button