Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ
ଭୁବନେଶ୍ୱର-ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ ରହିଛି । ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଉତ୍ତର ରଖିଛନ୍ତି । ରାଜ୍ୟରେ ମାତ୍ର ୧୬ଟି ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି । ନିର୍ମାଣାଧୀନ ୧୯୧ ପାନୀୟ ଜଳ ପ୍ରକଳ୍ପ ୩ଟି ପର୍ଯ୍ୟାୟରେ ସମ୍ପୂର୍ଣ୍ଣ ହେବ । ୨୦୨୫ ମାର୍ଚ୍ଚ ସୁଦ୍ଧା ୫୬ଟି, ଡିସେମ୍ବର ସୁଦ୍ଧା ୫୪ଟି ସରିବ । ବାକି ୮୧ଟି ପ୍ରକଳ୍ପ ୨୦୨୫ ଜୁନ୍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖିଛି ବିଭାଗ ।