Breaking PLUSଓଡ଼ିଶାମୁଖ୍ୟ ଖବର

ବୈତରଣୀ ପୋଲ ଉପରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା

କେନ୍ଦୁଝର ଜିଲ୍ଲା ୪୯ ନଂ ଜାତୀୟ ରାଜପଥର ତୁରୁମୁଙ୍ଗା ବୈତରଣୀ ପୋଲ ଉପରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ରେ ଉଭୟ ଗାଡ଼ିରେ ଥିବା ୩ ଜଣ ଚାଳକ ଓ ସହାୟକ ଗୁରୁତର ଆହତ ହୋଇ ଗାଡ଼ି ଭିତରେ ଚାପି ହୋଇ ରହିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଅଗ୍ନିଶମ ବାହିନୀ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରିଛି।

Show More

Related Articles

Back to top button