Breaking PLUSଓଡ଼ିଶାମୁଖ୍ୟ ଖବର
୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବର ଆସିବେ ଅମିତ ଶାହ

ଭୁବନୋ୍ୱର- ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବର ଆସିବେ ଅମିତ ଶାହ । ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସୂଚନା । ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ନାହିଁ ବୋଲି ସୂଚନା ଦେଲେ । କଳିଙ୍ଗ ଷ୍ଟାଡିୟମ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଶାହ ।


