Breaking PLUSଓଡ଼ିଶାମୁଖ୍ୟ ଖବର

ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

ଭୁବନେଶ୍ୱର- ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା । ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବର୍ଷେ ବଢ଼ାଇଲେ ସରକାର  । ଡିସେମ୍ବର ୩୧ରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିଲା ।

Show More

Related Articles

Back to top button