Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ

ଭୁବନେଶ୍ଵର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ। ମନ୍ତ୍ରୀ ପରିଷଦ ସଦସ୍ୟ ଏବଂ ସବୁ ବିଭାଗୀୟ ସଚିବ ବୈଠକରେ ଉପସ୍ଥିତ ରହିବେ। ଆଜି ୭ରୁ ଉର୍ଦ୍ଧ୍ବ ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ସୂଚନା ରହିଛି।

Show More

Related Articles

Back to top button