Breaking PLUSଓଡ଼ିଶାମୁଖ୍ୟ ଖବର

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ପୁରୁଷ

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ପୁରୁଷ। ରାଜ୍ୟର ୧୫୭ ପୁରୁଷ ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଆବେଦନ କରିଥିବା ୧୫୭ ଜଣ ପୁରୁଷଙ୍କୁ ବାଦ୍ ଦିଆଯାଇଛି। ଆଧାର କାର୍ଡର ବ୍ୟାଙ୍କ ଲିଙ୍କ୍ ଡାଟା ଆସିବା ପରେ ଜଣାପଡିଲା। ଭୁଲବଶତଃ ଆବେଦନ କରିଥିବେ , ସେମାନଙ୍କୁ ବାଦ୍ ଦିଆଯାଇଛି। ରାଜ୍ୟ ବାହାରେ ଥିଲେ ବି ସୁଭଦ୍ରା ପାଇପାରିବେ, ଆବେଦନ କରନ୍ତୁ। ଗଞ୍ଜାମ , ଦେବଗଡ ଏବଂ ପଶ୍ଚିମ ଓଡିଶାର ବହୁ ମହିଳା ରାଜ୍ୟ ବାହାରେ ଅଛନ୍ତି। ପ୍ରବାସୀ ମହିଳା ମାନେ କିପରି ସୁଭଦ୍ରା ଟଙ୍କା ପାଇବେ , ସେ ନେଇ ସରକାର ଚେଷ୍ଟା କରୁଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button