Breaking PLUSଓଡ଼ିଶାମୁଖ୍ୟ ଖବର

ପାନ ଦୋକାନରେ ନିଆଁ ଲାଗି ମହିଳା ଜୀବନ୍ତ ଦଗ୍ଧ

ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ନିଆଁ ଲାଗି ମହିଳା ଜୀବନ୍ତ ଦଗ୍ଧ । ବକ୍ତରପୁର ଛକରେ ଥିବା ପାନ ଦୋକାନରେ ନିଆଁ ଲାଗି ଯିବାରୁ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି। ଧୂପରୁ ନିଆଁ ଲାଗି ଥିବା ସନ୍ଦେହ କରାଯାଉଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ପାନ ଦୋକାନରେ ପେଟ୍ରୋଲ ମଧ୍ୟ ବିକ୍ରି ହେଉଥିବା ଜାଣିବାକୁ ପାଇଛି।

Show More

Related Articles

Back to top button