Breaking PLUSଓଡ଼ିଶାମୁଖ୍ୟ ଖବର

ଫେବୃଆରୀ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର – ଆଗାମୀ ଫେବୃଆରୀ ୧୦ ତାରିଖ ( ସୋମବାର ) ରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି l

Show More

Related Articles

Back to top button