Breaking PLUSଓଡ଼ିଶାମୁଖ୍ୟ ଖବର
ଲକ୍ଷ୍ମୀପୁରରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ୪ ଅଟକ

ଲକ୍ଷ୍ମୀପୁର: ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗରେ ୪ଜଣଙ୍କୁ ଅଟକ ରଖିଛି ପୋଲିସ । ଲକ୍ଷ୍ମୀପୁର ଥାନା ଅଞ୍ଚଳରେ ଜଘନ୍ୟକାଣ୍ଡ ଘଟିଛି । ଠାକୁରାଣୀ ଯାତ୍ରା ଦେଖି ଫେରିବା ବେଳେ ଅଘଟଣ ଘଟିଥିଲା । ୪ ଯୁବକ କାଶିପୁର ଥାନା ଅଞ୍ଚଳର ହୋଇଥିବା ବେଳେ ପୋଲିସ ସେମାନଙ୍କୁ ଅଟକ ରଖିଛି । ପୋଲିସ ମାମଲାର ତଦନ୍ତ ଜାରି ରଖିଛି ।