ଓଡ଼ିଶା

ବଜେଟ୍ ପୂର୍ବରୁ ରାଜ୍ୟପାଳ ହରିବାବୁ କମ୍ଭମ୍‌ପାଟିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆସନ୍ତାକାଲି ବିଧାନସଭା ବଜେଟ ଅଧିବେଶନ । ବଜେଟ୍ ପୂର୍ବରୁ ରାଜ୍ୟପାଳ ହରିବାବୁ କମ୍ଭମ୍‌ପାଟିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜଭବନରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ବଜେଟ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳ ନିଜର ଅଭିଭାଷଣ ରଖିବେ। ସେ ରାଜ୍ୟର ବିକାଶ ଓ ଅଭିବୃଦ୍ଧିର ଚିତ୍ର ରଖିବେ। ଆଗାମୀ ଦିନରେ ରାଜ୍ୟ ସରକାରଙ୍କ ବିକଶିତ ଓଡିଶାର ନକ୍ସା ମଧ୍ୟ ଉପସ୍ଥାପନ କରି‌ବେ। ଆସନ୍ତାକାଲି ଆସନ୍ତାକାଲି ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି।

Show More

Related Articles

Back to top button