Breaking PLUSଓଡ଼ିଶାମୁଖ୍ୟ ଖବର

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ଲୁଟେରା ଗିରଫ

ଭୁବନେଶ୍ୱର- ପୂର୍ବତନ ପିସିସି ସଭାପତି ତଥା କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଅଭିଯୁକ୍ତ ଧରାପଡ଼ିଛି। ବିଭିନ୍ନ ସ୍ଥାନରେ ଚଢ଼ାଉ ପରେ ଶେଷରେ ୨୦ ଦିନ ପରେ କମିଶନରେଟ ପୁଲିସର ସ୍ପେଶାଲ ସ୍କ୍ବାଡ୍‌ ରାଜ୍ୟ ବାହାରୁ ଅଭିଯୁକ୍ତକୁ ଧରିବାରେ ସକ୍ଷମ ହୋଇଛି। ଅଭିଯୁକ୍ତଠାରୁ ଚୋରି ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ପୁଲିସ ପକ୍ଷରୁ ଅଭିଯୁକ୍ତକୁ ଆଜି କୋର୍ଟରେ ହାଜର କରାଯିବ।

Show More

Related Articles

Back to top button