Breaking PLUSଓଡ଼ିଶାମୁଖ୍ୟ ଖବର

କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର

ଭୁବନେଶ୍ୱର- ରାଜ୍ୟ କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର ହୋଇଛି । ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର କରିଦିଆଯିବା ଘୋଷଣା ହୋଇଛି । ପ୍ରେସ ବିଜ୍ଞପ୍ତି ଜରିଆରେ ଘୋଷଣା କଲେ ପିସିସି ସଭାପତି ଭକ୍ତ ଦାସ  । ଯେଉଁମାନେ କଂଗ୍ରେସ ଛାଡ଼ିଛନ୍ତି, ସେମାନଙ୍କୁ ଫେରିବାକୁ କହିଲେ ଭକ୍ତ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button