Breaking PLUSଓଡ଼ିଶାମୁଖ୍ୟ ଖବର
ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ ଛାତ୍ର

ସୋର: ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ ଛାତ୍ର । ବାହାନଗା ବ୍ଲକ ବରିପଦା ଗାଁରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଛି । ହଠାତ୍ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡ଼ିଗଲେ ଛାତ୍ର । ସୋର ମେଡିକାଲରେ ଛାତ୍ରକୁ ମୃତ ଘୋଷଣା କଲେ ଡାକ୍ତର ।