Breaking PLUSଓଡ଼ିଶାମୁଖ୍ୟ ଖବର

୪ ଦିନ ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର- ଆଗକୁ ବଢ଼ିବ ତାପମାତ୍ରା  । ଏନେଇ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା  । ୪ ଦିନ ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ‘୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ସେପରି ପରିବର୍ତ୍ତନ ହେବନି ।

Show More

Related Articles

Back to top button