Breaking PLUSଦେଶମୁଖ୍ୟ ଖବର

ଦିଲ୍ଲୀ ବିଧାନସଭାରେ ହଙ୍ଗାମା: AAPର ୧୨ ବିଧାୟକ ସସ୍‌ପେଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ମଙ୍ଗଳବାର ହଟ୍ଟଗୋଳ ସହ ଆରମ୍ଭ ହୋଇଛି। ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ଅଭିଭାଷଣ ସମୟରେ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ବିଧାୟକମାନେ ଜୋରଦାର ହଙ୍ଗାମା କରିଥିଲେ। ଫଳରେ ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦ୍ର ଗୁପ୍ତା ବିରୋଧୀ ଦଳ ନେତା ଆତିଶୀଙ୍କ ସମେତ ୧୨ ଜଣ ଆପ୍‌ ବିଧାୟକଙ୍କୁ ସାରା ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରିଛନ୍ତି।

Show More

Related Articles

Back to top button