Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍ଲାଇନ

ଭୁବନେଶ୍ୱର- ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍ଲାଇନ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନରେ ଆସିବ ଗାଇଡ୍ଲାଇନ । ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।