Breaking PLUSଓଡ଼ିଶାମୁଖ୍ୟ ଖବର
ତାରା ବାହିନୀପତିଙ୍କୁ ଭେଟିଲେ କଂଗ୍ରେସ ପ୍ରଭାରୀ ଅଜୟ ଲଲ୍ଲୁ

ଭୁବନେଶ୍ୱର- ତାରା ବାହିନୀପତିଙ୍କୁ ଭେଟିଲେ କଂଗ୍ରେସ ପ୍ରଭାରୀ ଅଜୟ ଲଲ୍ଲୁ -ତାରାଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଅଜୟ ଲଲ୍ଲୁ -ମହିଳା ଓ ଛାତ୍ରୀଙ୍କ ପାଇଁ ଲଢୁଥିବାରୁ ଧନ୍ୟବାଦ ଜଣାଇଲେ -କିଛି ସମୟ ପରେ ଆଜି କଂଗ୍ରେସର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ -ବିଧାନସଭାରୁ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି ତାରା ବାହିନୀପତି