Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ମାଟ୍ରିକ ଖାତାଦେଖା

କଟକ : ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ। ଏଥିଲାଗି ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୧୦ ଟାରୁ ଖାତା ଦେଖା ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ମୂଲ୍ୟାୟନରେ ନିୟୋଜିତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅନ୍ୟ କର୍ମଚାରୀମାନେ ଖାତା ଦେଖିବା ସମୟରେ ଉକ୍ତ କେନ୍ଦ୍ରର କ୍ୟାମ୍ପସ ବାହାରକୁ ଯାଇପାରିବେ ନାହିଁ। ଏଥିସହ ମୋବାଇଲ ପ୍ରବେଶ ଉପରେ କଟକଣା ଲଗାଯାଇଛି। କୌଣସି କେନ୍ଦ୍ରରେ ନିୟମ ଉଲ୍ଲଘଂନ ହେଉଥିବା ନଜର ଆସିଲେ କଡା କାର୍ଯ୍ୟାନୁଷ୍ଠାନ କରାଯିବ।

Show More

Related Articles

Back to top button