Breaking PLUSଓଡ଼ିଶାମୁଖ୍ୟ ଖବର

ଲୁହା ରଡରେ ପିଟି ବାପାକୁ ହତ୍ୟା କଲା ପୁଅ, ମାଆ ଗୁରୁତର

ପାରିବାରିକ କଳହକୁ କେନ୍ଦ୍ର କରି ବୃଦ୍ଧ ବାପା-ମା’ଙ୍କୁ ଏକ ଲୁହାରଡ୍‌ରେ ନିସ୍ତୁକ ମାଡ଼ ମାରିଛି। ଏଥିରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଝାଙ୍କରପାଲି ପଞ୍ଚାୟତ ତୁରିପଡ଼ା ଗାଁରେ ଏହି ନୃଶଂସ କାଣ୍ଡ ଦେଖିବାକୁ ମିଳିଛି। ମୃତ ବ୍ୟକ୍ତି ହେଲେ ଗୟା ମଲ୍ଲିକ(୮୦)। ଗୁରୁତର ଆହତ ଉକିଆ ମଲ୍ଲିକ(୭୨) ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଅଭିଯୁକ୍ତ ବାଳକୃଷ୍ଣ(୪୦)କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।

Show More

Related Articles

Back to top button