Breaking PLUSଦେଶମୁଖ୍ୟ ଖବର

ସୁପ୍ରିମକୋର୍ଟରେ ହେବ ୱାକଫ୍ ଆଇନ ବୈଧତାକୁ ଚ୍ୟାଲେଞ୍ଜ ଆବେଦନଗୁଡ଼ିକର ଶୁଣାଣି

ଭୁବନେଶ୍ୱର- ସୁପ୍ରିମକୋର୍ଟରେ ହେବ ୱାକଫ ଶୁଣାଣି । ସୋମବାର ସୁପ୍ରିମକୋର୍ଟ ୱାକଫ୍ (ସଂଶୋଧନ) ଆଇନ, ୨୦୨୫ ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଆଗତ ଆବେଦନଗୁଡ଼ିକର ତୁରନ୍ତ ଶୁଣାଣି ପାଇଁ ତାଲିକାଭୁକ୍ତ କରିବା ଉପରେ ବିଚାର କରିବାକୁ ରାଜି ହୋଇଛନ୍ତି।

ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ଏବଂ ବିଚାରପତି ସଞ୍ଜୟ କୁମାର ଏବଂ କେଭି ବିଶ୍ୱନାଥନଙ୍କୁ ନେଇ ଗଠିତ ଏକ ଖଣ୍ଡପୀଠଙ୍କ ସମ୍ମୁଖରେ ଜମିଆତ ଉଲାମା-ଇ-ହିନ୍ଦ ପକ୍ଷରୁ ବରିଷ୍ଠ ଓକିଲ କପିଲ ସିବଲ ସୁପ୍ରିମକୋର୍ଟ ୱାକଫ୍ (ସଂଶୋଧନ) ଆଇନ, ୨୦୨୫ ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଆଗତ ଆବେଦନର ତଥ୍ୟ ଉପସ୍ଥାପନ କରିଥିଲେ।

Show More

Related Articles

Back to top button