Breaking PLUSଓଡ଼ିଶାମୁଖ୍ୟ ଖବର

ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ

ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ୪ରୁ ୫ ଦିନ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ଶିକାରୀ ଓ ପଶୁଙ୍କ କବଳରୁ କଇଁଛ ଛୁଆଙ୍କୁ ରକ୍ଷା କରିବା ଲାଗି ଋଷିକୁଲ୍ୟା ମୁହାଣର ଉଭୟ ପାର୍ଶ୍ୱରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Show More

Related Articles

Back to top button