Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରବଳ ଖରା ଯୋଗୁ 49ଜଣ ହସ୍ପିଟାଲରେ ଭର୍ତ୍ତି

ପ୍ରାୟ ଏକ ମାସ ପରେ ରାଜ୍ୟରେ ପୁଣି ଥରେ ପାରଦ ବଢ଼ିଛି। ଦୁଇ ଦିନ ହେଲା ତାପମତ୍ରା ରାଜ୍ୟବାସୀଙ୍କୁ ଅଧିକ କଷ୍ଟ ଦେଇଛି। ପ୍ରବଳ ରୌଦ୍ରତାପଜନିତ ଅସୁସ୍ଥତା ମଧ୍ୟ ବଢ଼ିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୯ ଜଣ ଲୋକ ରୌଦ୍ରତାପଜନିତ କାରଣରୁ ଏପ୍ରିଲ ୨୦ ତାରିଖ ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏଥିରୁ ସମ୍ବଲପୁରରୁ ସର୍ବାଧିକ ୪୦ ଜଣ ସାମିଲ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି।

Show More

Related Articles

Back to top button