Breaking PLUSଓଡ଼ିଶାମୁଖ୍ୟ ଖବର

6ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଲୋକ ସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଲୋଚନା ହୋଇଥିବା ପ୍ରସ୍ତାବ ମଧ୍ୟରୁ ୬ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛି।

Show More

Related Articles

Back to top button