Breaking PLUSଓଡ଼ିଶାମୁଖ୍ୟ ଖବର

ଶିମିଳିପାଳ ଜାତୀୟ ଉଦ୍ୟାନରେ ୪୦ ମହାବଳ

ଭୁବନେଶ୍ବର : ଶିମିଳିପାଳ ଜାତୀୟ ଉଦ୍ୟାନରେ ୪୦ ମହାବଳ ଅଛନ୍ତି । ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝା ସୂଚନା ଦେଇଛନ୍ତି । ଜିନ୍ନତ ଓ ଯମୁନାକୁ ମିଶାଇ ୪୦ ମହାବଳ ଅଛନ୍ତି । ସମୁଦାୟ ୪୦ ମହାବଳ ମଧ୍ୟରୁ ଅଛନ୍ତି ୬ଟି ଶାବକ, ୧୭ଟି ବାଘୁଣୀ ୧୮ଟି କଳା ମହାବଳ ଥିବା ଜଣାପଡିଛି । ଆଗାମୀ ୧୦ ବର୍ଷରେ ମହାବଳ ସଂଖ୍ୟା ଶହେକୁ ପହଞ୍ଚାଇବାକୁ ଲକ୍ଷ୍ୟ ଥିବା ପ୍ରେମ୍ ଝା ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଗତବର୍ଷ ଶିମିଳିପାଳରେ ୨୭ ମହାବଳ ସହ ୮ ଶାବକ ଥିଲେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button